ବ୍ରାସିଲିଆ,୨୦।୬: ବ୍ରାଜିଲ୍ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ ରାଷ୍ଟ୍ର। ସେଠାରେ ଗତ ୨୪ ଘଣ୍ଟାରେ ୮୨,୨୮୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୭୮,୮୩,୭୫୦ରେ ପହଞ୍ଚତ୍ଛି। ସଂକ୍ରମଣରେ ଆମେରିକା, ଭାରତ ପରେ ବ୍ରାଜିଲ୍ ତୃତୀୟ ସ୍ଥାନରେ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.