E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…
11:27 amJune 5, 2021

ମୁମ୍ବାଇ,୫।୬:ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍‌ ଥିବା ବର ବିଚରା କନ୍ୟା ବଦଳରେ ଶାଶୁଙ୍କୁ ବରଣମାଳା ପିନ୍ଧାଇଛନ୍ତି। ଏହି ଭିଡ଼ିଓକୁ ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରାଯାଇଛି। ତେବେ ବିବାହ କେଉଁଠି ହେଉଥିଲା ଏବଂ ବର ତଥା କନ୍ୟାଙ୍କ ସମ୍ପର୍କରେ ଭିଡ଼ିଓରେ କୌଣସି ସୂଚନା ଦିଆଯାଇ ନାହିଁ। ବିବାହରେ ଉପସ୍ଥିତ ଥିବା ଅତିଥିମାନେ ବରଙ୍କ ଏଭଳି ଆଚରଣ ଦେଖି ହସୁଥିବାରୁ ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ବର କ୍ୟାମେରା ଆଡ଼େ ଅନାଇ ଶାଶୁଙ୍କ ବେକରେ ବରଣମାଳା ପିନ୍ଧାଉଥିବା ବେଳେ ଶାଶୁ ଏହାକୁ ହଟାଇଦେଇଥିଲେ। ବିଚରା ବର କନ୍ୟାଙ୍କୁ ବରଣମାଳା ପିନ୍ଧାଇବା ପୂର୍ବରୁ ତଳେ ନିଶାରେ ପଡ଼ିଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ହ୍ରଦରେ କମୁଛି ଅମ୍ଳଜାନ

ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ:...

ଆଜି ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ

ପ୍ରତି ବର୍ଷ ଜୁନ୍‌ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ...

କୋଶଳାଶୁଣୀ ଜଙ୍ଗଲ

ବୃକ୍ଷ ହିଁ ଜୀବନ। ହେଲେ ଦିନକୁ ଦିନ ଜଙ୍ଗଲରୁ ବହୁଳମାତ୍ରାରେ ଗଛ କଟା ହେବା ଯୋଗୁ ଜଙ୍ଗଲ କ୍ଷୟ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ...

ମଞ୍ଜି ପିଣ୍ଡୁଳାର ସାହାଯ୍ୟ ନେଇ ଜଙ୍ଗଲ ସୃଷ୍ଟି ସଙ୍କଳ୍ପ …

ପରିବେଶ ସୁରକ୍ଷା ସହ ଜଙ୍ଗଲ ସୃଷ୍ଟି ପାଇଁ ଏବେ ଅନେକେ ଚିନ୍ତିତ। ସମତଳ ଜାଗାରେ ବିଭିନ୍ନ ଲୋକ, ବିଭିନ୍ନ ଅନୁଷ୍ଠାନ ଗଛ ଲଗାଇ ସଚେତନ କରିବା...

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା

ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ...

ଶେଷରେ କ୍ଷମା ମାଗିଲା ଗୁଗଲ୍‌, ଜାଣନ୍ତୁ କାହିଁକି

ଗୁଗଲ୍‌ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍‌ ସର୍ଚ୍ଚ ଇଞ୍ଜିନ୍‌ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
Next Post Next post:
୭ରୁ କଟକଣାରେ ଚାଲିବ ହାଇକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts