ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍ ନଗର ନିଗମର ଲକଡ଼ପୁର-ଖୋରି ଗାଁରେ ଜଙ୍ଗଲ ଅଞ୍ଚଳରେ ଥିବା ସମସ୍ତ ଘରକୁ ତୁରନ୍ତ ଭାଙ୍ଗିବାକୁ ସୁପ୍ରମିକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଅଞ୍ଚଳ ଖାଲି ହେବା ଆବଶ୍ୟକ। ଏଥିରେ କୌଣସି ରାଜିନାମା ଅବା ବୁଝାମଣା କରାଯିବ ନାହିଁ ବୋଲି କୋର୍ଟ କହିଛନ୍ତି।
ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍ସିରେ ସାମିଲ ହେଲେ ଅନେକ ନେତା
କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...
ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍ରେ ଯୁବକଙ୍କୁ ୨ ଡୋଜ୍ ଟିକା ଦେଲେ ନର୍ସିଂ ଷ୍ଟାଫ୍…
ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍...
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...
୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ
ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...
ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍ରେ ଗ୍ରାହକଙ୍କୁ ଗୁଳି
ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି...


