E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍‌ଡୋଜର: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…
2:34 pmJune 17, 2021

ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍‌ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍‌ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍‌ ନଗର ନିଗମର ଲକଡ଼ପୁର-ଖୋରି ଗାଁରେ ଜଙ୍ଗଲ ଅଞ୍ଚଳରେ ଥିବା ସମସ୍ତ ଘରକୁ ତୁରନ୍ତ ଭାଙ୍ଗିବାକୁ ସୁପ୍ରମିକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଅଞ୍ଚଳ ଖାଲି ହେବା ଆବଶ୍ୟକ। ଏଥିରେ କୌଣସି ରାଜିନାମା ଅବା ବୁଝାମଣା କରାଯିବ ନାହିଁ ବୋଲି କୋର୍ଟ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ...

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ...

କାର୍‌ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍‌

ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍‌ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି...

ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍‌ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର...

ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍‌କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
Next Post Next post:
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍‌ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts