ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା କିମ୍ବା ବଟା, ୨-୩ କୋଲା ରସୁଣ ଛେଚା କିମ୍ବା ବଟା, ୫୦୦ଗ୍ରାମ ବୋନ୍ଲେସ୍ ଚିକେନ୍, ୨୦୦ ଗ୍ରାମ୍ ଟମାଟୋ ପେଷ୍ଟ କିମ୍ବା ସସ୍, ୧ ଟେବ୍ଲ ସ୍ପୁନ୍ ଗରମ ମସଲା, ୧ ଟିସ୍ପୁନ୍ ଲଙ୍କା ଗୁଣ୍ଡ, ୧ ଟିସ୍ପୁନ୍ ଲେଖାଏଁ ଜିରା, ମେଥି, ଲୁଣ, ୧/୪ ଟିସ୍ପୁନ୍ ଗୋଲମରିଚ, ୧ କପ୍ କ୍ରିମ୍।
ପ୍ରସ୍ତୁତି ପ୍ରଣାଳୀ: ଚୁଲାରେ ଏକ ପ୍ୟାନ୍ ଗରମ କରି ସେଥିରେ ତେଲ ଓ ବଟର ପକାନ୍ତୁ। ଏହା ଗରମ ହୋଇଗଲେ ଛୋଟ ଛୋଟ କଟା ହୋଇଥିବା ପିଆଜ ପକାଇ ୨ ମିନିଟ୍ ଭାଜନ୍ତୁ। ସେଥିରେ ରସୁଣ, ଅଦା ପକାଇ ଆଉ କିଛି ସମୟ ଭାଜନ୍ତୁ। ବର୍ତ୍ତମାନ ଚିକେନ୍, ଟମାଟୋ ସସ୍ ଏବଂ ଅନ୍ୟ ମସଲାଗୁଡିକୁ ପକାଇ ଭଲ ଭାବେ ମିଶାନ୍ତୁ ଯେପରି ସବୁକିଛି ଭଲ ଭାବେ ଭାଜି ହେବ। ବର୍ତ୍ତମାନ କ୍ରିମ୍ ଢାଳି ଭଲଭାବେ ଗୋଳାଇ ଘୋଡାଇ ଦିଅନ୍ତୁ ଏବଂ ଚୁଲାକୁ ସିମ୍ କରି ୮-୧୦ ମିନିଟ୍ ପର୍ଯ୍ୟନ୍ତ ଛାଡନ୍ତୁ। ମଝିରେ ମଝିରେ ଗୋଳାଇବାକୁ ଭୁଲନ୍ତୁ ନାହିଁ ନଚେତ୍ ମସଲା ତଳେ ଲାଗି ଜଳିଯିବ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ବଟର ଚିକେନ। ଏହାକୁ ଗରମାଗରମ ସର୍ଭ କରନ୍ତୁ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.