ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏସ୍ଓଜି ଏବଂ ପୋଲିସର ମିଳିତ ଅପରେଶନରେ ଏହି ସଫଳତା ମିଳିଥିବା ଡିଜିପି ଅଭୟ ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି। ଏହି ଅପରେଶନରେ ବିଭିନ୍ନ ମାରଣାସ୍ତ୍ର ଏବଂ ଏକେ ୪୭ ଜବତ ହୋଇଛି।
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...
ଆଇସିୟୁ, ଭେଣ୍ଟିଲେଟର ନାହିଁ
ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...


