ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏସ୍ଓଜି ଏବଂ ପୋଲିସର ମିଳିତ ଅପରେଶନରେ ଏହି ସଫଳତା ମିଳିଥିବା ଡିଜିପି ଅଭୟ ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି। ଏହି ଅପରେଶନରେ ବିଭିନ୍ନ ମାରଣାସ୍ତ୍ର ଏବଂ ଏକେ ୪୭ ଜବତ ହୋଇଛି।
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All
ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି...
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...
ଟିକା ନେବାକୁ ଡରୁଛନ୍ତି ଲୋକେ
ବୁଗୁଡ଼ା,୧୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...


