E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି
10:16 amJune 10, 2021

ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍‌ ଆପ୍‌ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ କୋଓ୍ବିନ୍‌ ଆପ୍ଲିକେଶନରେ ନୂଆ ଫିଚର ଆଣିଛନ୍ତି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ବିକାଶ ଶୀଲ କହିଛନ୍ତି। ଟିକାକରଣ ପରେ ନାଁ, ଜନ୍ମ ବର୍ଷ, ଲିଙ୍ଗ ଆଦି ତଥ୍ୟରେ କୌଣସି ଭୁଲ୍‌ ରହିଥିଲେ ସେମାନେ http://cowin.Gov.Inକୁ ଯାଇ ସମସ୍ୟା ଜଣାଇପାରିବେ ବୋଲି ସେ ଆରୋଗ୍ୟସେତୁ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
Next Post Next post:
ଅନୁପ ପାଣ୍ଡେ ନୂଆ ଇସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts