E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ
9:56 pmJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଏମ୍ସ ମୁଖ୍ୟ ଡ. ରଣଦୀପ ଗୁଲେରିଆ, ଯିଏକି ଅକ୍ସିଜେନ ଅଡିଟ୍‌ କମିଟିର ନେତୃତ୍ୱ ନେଇଥିଲେ। ଅକ୍ସିଜେନ ବିବାଦକୁ ନେଇ କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମୁହାଁମୁହିଁ ହୋଇଛନ୍ତି।

ମୋ ମତରେ ଆମେ ସେଭଳି କହିପାରିବା ନାହିଁ। ଏହି ମାମଲା ଏବେ ସୁପ୍ରିମକୋର୍ଟରେ। ଶୀର୍ଷ କୋର୍ଟ ଏ ସମ୍ପର୍କରେ କ’ଣ କହୁଛନ୍ତି, ତାହାକୁ ଅପେକ୍ଷା କରିବାକୁ ପଡ଼ିବ। ସକ୍ରିୟ ମାମଲା ଓ ଅନ୍ୟ କାରଣକୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ଡ. ଗୁଲେରିଆ କହିଛନ୍ତି।

ଦିଲ୍ଲୀ ସରକାର ଆବଶ୍ୟକତାଠାରୁ ୪ ଗୁଣ ଅଧିକ ଅକ୍ସିଜେନ ଦାବି କରିଥିଲା। ଯାହା ଫଳରେ ଅନ୍ୟ ରାଜ୍ୟଗୁଡ଼ିକୁ ଅକ୍ସିଜେନ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଅଡିଟ୍‌ କମିଟି ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରେ ଏହା ଦର୍ଶାଯାଇଥିବା ଦାବି କରିଥିଲା ଭାଜପା। ତେବେ ସମସ୍ତ ରିପୋର୍ଟକୁ ଖଣ୍ଡନ କରିବା ସହ ଏଏପି ବିରୋଧୀଙ୍କ ଦାବିକୁ ମିଛ ବୋଲି କହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା

ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ...

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ
Next Post Next post:
ବଢୁଛି ଡ୍ରଗ୍ସ ସେବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts