ବାଲିଗୁଡ଼ା,୨୬ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ ଓ ଏକ ଟିମ୍ ପହଞ୍ଚି ଗୁରୁତର ୨ ଯୁବକଙ୍କୁ ଅଗ୍ନିଶମ ବାହିନୀକୁ ଡକାଇ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ତେବେ ଯୁବକ ଦ୍ୱୟଙ୍କ ନାମ ଜଣାପଡ଼ି ନ ଥିଲେ ମଧ୍ୟ ସେମାନଙ୍କ ଘର ଫିରିଙ୍ଗିଆ ଥାନା ମାଝିପଡ଼ାର ବୋଲି ଜଣାପଡ଼ିଛି l
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.