E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବାୟୋମେଟ୍ରିକ୍ସକୁ ଲକ୍‌ କରିପାରିବେ କାର୍ଡଧାରୀ
9:45 amJune 1, 2021

ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି। ଏହି ଚିଠା ଆଧାର (ପ୍ରମାଣୀକରଣ ଓ ଅଫ୍‌ଲାଇନ ଯାଞ୍ଚ) ନିୟମାବଳୀ, ୨୦୨୧ ଅନୁଯାୟୀ ଜଣେ କାର୍ଡଧାରୀ ତାଙ୍କ ବାୟୋମେଟ୍ରିକ୍‌କୁ ସ୍ଥାୟୀ ଭାବେ ଲକ୍‌ କରିବାକୁ କର୍ତ୍ତୃପକ୍ଷ ଅନୁମତି ଦେଇପାରିବେ। ବାୟୋମେଟ୍ରିକ୍‌ ପ୍ରମାଣୀକରଣ ପାଇଁ ଆବଶ୍ୟକ ସମୟରେ ଏହାକୁ ଅସ୍ଥାୟୀ ଭାବେ ଅନ୍‌ଲକ୍‌ କରାଯାଇପାରିବ। ଲକ୍‌ ହୋଇଥିବା ବାୟୋମେଟ୍ରିକ୍‌ ରେକର୍ଡ କ୍ଷେତ୍ରରେ ପ୍ରମାଣୀକରଣ ହୋଇପାରିବ ନାହିଁ। ଆଧାର (ପ୍ରମାଣୀକରଣ) ନିୟମାବଳୀ, ୨୦୧୬ ପରିବର୍ତ୍ତେ ଏହି ଚିଠା ନିୟମାବଳୀ ଲାଗୁ ହେବାକୁ ଯାଉଛି। ଆଧାର ତଥ୍ୟ ଚୋରି ଏବଂ ବାୟୋମେଟ୍ରିକର ବେଆଇନ ବ୍ୟବହାର ହେଉଥିବାରୁ ଗୋପନୀୟତା ଉଲ୍ଲଂଘନ ନେଇ ଚିନ୍ତାବ୍ୟକ୍ତ କରାଯାଉଥିଲା। ନୂଆ ନିୟମରେ କାର୍ଡଧାରୀଙ୍କୁ ପ୍ରାମାଣୀକରଣ ପାଇଁ ଅସ୍ଥାୟୀ ଭାବେ ତାଙ୍କ ବାୟୋମେଟିକ୍ସକୁ ଅନ୍‌ଲକ କରିବା ପାଇଁ ଅନୁମତି ଦିଆଯିବ। ଏଥିପାଇଁ କର୍ତ୍ତୃପକ୍ଷ ଯେତିକି ସମୟ ଦେଇଥିବେ, ତାହାଠାରୁ ଅଧିକ ସମୟ ଅନ୍‌ଲକ କରାଯାଇପାରିବ ନାହିଁ। ପ୍ରମାଣୀକରଣ କାର୍ଯ୍ୟ ଶେଷ ହେଲେ ଏହା ପୁନର୍ବାର ଲକ୍‌ ହୋଇଯିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା...

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି।...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ

ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...

ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ...

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା
Next Post Next post:
୪ ଜିଲାରେ ହେବ ଅଣଧାନ ଫସଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts