ମୁମ୍ବାଇ,୨।୬ : କୋଭିଡ୍-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି।
ବୁଧବାର ସନ୍ଧ୍ୟାରେ ବାନ୍ଦ୍ରା ବାଣ୍ଡଷ୍ଟାଣ୍ଡଠାରେ ଟାଇଗର ବୁଲୁଥିଲେ। ରାଜ୍ୟ କୋଭିଡ୍ କଟକଣା କାରଣରୁ ଅପରାହ୍ନ ୨ଟା ପରେ ଜନସାଧାରଣଙ୍କୁ ଘରୁ ବାହାରିବା ଉପରେ କଟକଣା ଜାରି କରାଯାଇଛି।
ବାଣ୍ଡଷ୍ଟାଣ୍ଡ ଅଞ୍ଚଳରେ ବଲିଉଡ୍ ଅଭିନେତା ବୁଲୁଥିବା ଏକ ପୋଲିସ ଟିମ ନଜରକୁ ଆସିଥିଲା। କାରଣ ପଚରା ଯିବାରୁ ସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଏଣୁ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିବା ପୋଲିସ ଅଧିକାରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.