ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ ଏହା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳରେ ପ୍ରବେଶ କରିସାରିଥିବା କୋଭିଡ୍ ଭୂତାଣୁକୁ...