ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆରୁହା ଗ୍ରାମର ସିଦ୍ଧେଶ୍ୱର ବେହେରା ଓ କୁଳମଣି ବେହେରା। ସୂଚନାନୁଯାୟୀ,...
ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା
ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା ପାନୀୟଜଳ ସମସ୍ୟାର ସମାଧାନ ହେବାକୁ ଯାଉଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ...
ବାଡ଼ିରେ ବୁଲୁଥିଲା ୫ ଫୁଟିଆ ନାଗ, ଆଉ ତା’ ପରେ
ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି ୫ ଫୁଟିଆ ନାଗ ଉଦ୍ଧାର ହୋଇଛି। ତେବେ ଏକ ବର୍ଷ ପୂର୍ବେ...
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ ପଶି ୧୦ ରାଉଣ୍ଡ ଗୁଳି ଚଳାଇ ଥିଲେ। ଘରର ୩ ଜଣ ସଦସ୍ୟ...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ...