କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ
ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼ ସହର ଉପକଣ୍ଠ ଜମୁର୍ଡା ନିକଟ କୁଷ୍ଠାଶ୍ରମକୁସେ ପହଞ୍ଚି ଅନ୍ତେବାସୀଙ୍କ ସହିତ ଭାବ ବିନିମୟ...
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ...
ବରଗଡ଼ କୋଭିଡ୍ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
ବରଗଡ଼ ଅଫିସ୍,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି ।...
ସିଏସ୍ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି...
ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ...
କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ...