ରାସ୍ତାକଡ଼ରେ ୧୪ ପରିବାର
ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ ପଲିଥିନ ତଳେ ରହୁଛନ୍ତି। ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ପାଣି...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା...
ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା
ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍ଡାଉନ ଓ ଶଟ୍ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ,...
ଜଳବନ୍ଦୀରେ ନଦୀକୂଳିଆ ଗାଁ
ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଫଳରେ ବନ୍ୟା ଆସି ନଦୀକୂଳିଆ ଗାଁ ଗୁଡ଼ିକ ଜଳମଗ୍ନ...