ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ
ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ସାରା ବିଶ୍ୱ ବର୍ତ୍ତମାନ ସମୟରେ ପରିବେଶ ପାଇଁ ଚିନ୍ତିତ।...
ମେ’ରେ କମିଲା ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍ଟି) ସଂଗ୍ରହ ପ୍ରାୟ ୧.୦୩ ଲକ୍ଷ କୋଟି ଟଙ୍କା ରହିଛି। ଏ ନେଇ ଶନିବାର...
୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ
ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩% ଖସିଛି। ୨୦୨୫ ଯାଏ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ(ଲକ୍ଷ କୋଟି) ଡଲାର...
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି
ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା ଛୁଇଁଛି। ଆଗାମୀ ଦିନରେ ମଧ୍ୟ ଲୋକମାନେ ତେଲ ଦର ବୃଦ୍ଧିରୁ ଆଶ୍ୱସ୍ତି ପାଇବେନାହିଁ...
ଆର୍ବିଆଇ ଏମ୍ପିସି ବୈଠକ ଆରମ୍ଭ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ)ର ମୁଦ୍ରାନୀତି କମିଟି(ଏମ୍ପିସି) ବୈଠକ ବୁଧବାରଠାରୁ ଆରମ୍ଭ ହୋଇଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ୪ ଜୁନ୍ରେ ଏହାର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିବ। ଚଳିତ ଥର ରିଜର୍ଭ ବ୍ୟାଙ୍କ...
ସତର୍କ କଲା ଏସ୍ବିଆଇ: ଜୁନ୍ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
ନୂଆଦିଲ୍ଲୀ,୨।୬: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଗ୍ରାହକମାନଙ୍କୁ ଜୁନ୍ ୩୦ ସୁଦ୍ଧା ସେମାନଙ୍କର ପାନ୍-ଆଧାର ଲିଙ୍କ୍ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ବ୍ୟାଙ୍କ କହିଛି। ଟୁଇଟ୍ କରି ଏସ୍ବିଆଇ...