୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ...
ନକଲି ଭାକ୍ସିନ୍ ନେଇ ଟିଏମ୍ସି ଏମ୍ପି ଅସୁସ୍ଥ…
କୋଲକାତା,୨୬।୬: ନକଲି ଭାକ୍ସିନ୍ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି...
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍ଓ...
ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍ ଡୋଜ୍…
ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ...
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍...
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି...
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି...
ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି...