ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ ରାଜଧାନୀରେ ପାଣିର ଅଭାବ ଯୋଗୁ ଲୋକେ କରୋନା ମାର୍ଗଦର୍ଶିକାକୁ ଭୁଲିଯାଇ ପାଣି ପାଇଁ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍ ସହରରେ ଘର ଘର ବୁଲି ଟିକାଦାନ...
ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ...
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି...
ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍ପି
ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ ନାହାନ୍ତି। ପାଟନା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ସମୀକ୍ଷା ହେବାରୁ ବିହାରର ନୀତୀଶ କୁମାରଙ୍କ...
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା...
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ ଦେଶର ବିଭିନ୍ନ ହସ୍ପିଟାଲକୁ ୭.୪ କୋଟି ଭାକ୍ସିନ୍ ଯୋଗାଇ ଦିଆଯାଇଛି। ଏନେଇ କେନ୍ଦ୍ରୀୟ...
କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ
ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। ଏହି ଦ୍ୱିତୀୟ ଲହରରେ ଏଯାଏ ୭୧୯ଡାକ୍ତରଙ୍କ ଜୀବନ ନେଇଛି କରୋନା। ଏନେଇ...
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ...