ଖୁସି ଖବର: ଭାକ୍ସିନ୍ ମିକ୍ସିଂରେ ପରାଜିତ ହେବ କରୋନା…
ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍ର ୨ ଡୋଜ୍ ମିକ୍ସିଂ ଦ୍ୱାରା ସୁଫଳ...
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର...
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ...
୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ...
୧୭,୦୦୦ ଫାଭିପିରାଭିର ଟାବ୍ଲେଟ୍ ଜବତ
କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ...
ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ ଜାପାନକୁ ନେଇ ଗଠିତ ଏହି ରାଷ୍ଟ୍ର ସମୂହର ୩ ଦିନିଆ ସମ୍ମିଳନୀ ଶୁକ୍ରବାର...
ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ
ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା...