ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ...
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର...
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର କରିବା ଅଭିଯୋଗରେ ଆଇପିସି ଧାରା ୧୮୮ ଓ ୧୪୫ ଆଧାରରେ ଏହି ମାମଲା...
କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର
କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ...
୫ ବର୍ଷରୁ କମ୍ ବୟସ୍କ ଛୋଟପିଲା ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ...
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନେଶନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍...
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ...
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ...