କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା...
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ...
ଉହାନ୍ ଲ୍ୟାବ୍ର ପର୍ଦ୍ଦାଫାଶ୍: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍ ବଦଳା ଯାଇଛି…
ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍ ଗଣମାଧ୍ୟମ ପ୍ରତିନିଧି ଦାବି କରିଛନ୍ତି ଯେ, ଉହାନ୍ ଲ୍ୟାବ୍ରେ ମାଙ୍କଡ ଏବଂ ଠେକୁଆ ସମେତ ୧,୦୦୦...
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍ ନେେଇ ଶରୀରରେ ରୋଗ...
ଟିକାଦାନ ଏବେ ଭୋଟ୍ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି...
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍ ଟ୍ୟାବଲେଟ୍-ଷ୍ଟିମ୍ ନେବାକୁ ମନା …
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍ ଟ୍ୟାବଲେଟ୍, ଷ୍ଟିମ୍...
କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ ଅଧିକ ଆତଙ୍କିତ ହୋଇ ପଡୁଛନ୍ତି। କରୋନା ଲଢ଼େଇରେ ଜିତି ଥିବା ଆକ୍ରାନ୍ତଙ୍କ ମୃତ୍ୟୁ...
କୋଭିଶିଲ୍ଡ୍ ଡୋଜ୍ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍...
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍...
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ...