୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଧାନମ...
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍ଡାଉନ ଜାରି ରହିବ ବୋଲି ଶନିବାର...
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍ ଇଭିନ୍ରେ ଖୋଲାଯିବ। ସେହିପରି...
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
ବୁଗୁଡ଼ା, ୫।୬(ଡି.ଏନ୍.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ...
ଦୁଇ ଡୋଜ୍ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍...
ବାଘ, ସିଂହର କରୋନା ମୃତ୍ୟୁ
ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ ସିଂହର ମୃତ୍ୟୁ ଘଟିଛି। ଜୁଲୋଜିକାଲ ପାର୍କର ସଫାରି ଏରିଆରେ ରଖାଯାଇଥିବା ଏହି ସିଂହଟି...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ...
କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି...
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ...
ବଜାରରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର...