ଲକ୍ଷ୍ୟ କେତେ ଦୂର
ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ ଦେଖିଲେ ଏହି ଲକ୍ଷ୍ୟ ଏତେ ସହଜରେ ପୂରଣ ହେବ ନାହିଁ ବୋଲି ବିଶେଷଜ୍ଞମାନେ...
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶରେ ଜରାଶ୍ରମ...
‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍ସ୍ପଟ୍’
ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି ଭୂତାଣୁ ପାଇଁ ଉପରୋକ୍ତ ଅଞ୍ଚଳ ଅନୁକୂଳ ହୋଇଥିବାବେଳେ ଉକ୍ତ ରୋଗ ବାଦୁଡି ଶରୀରରୁ...
ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ...
ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ...
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି...
କରୋନିଲ ପରେ ଏବେ ବ୍ଲାକ୍ ଫଙ୍ଗସ୍ ଔଷଧ ତିଆରି କରୁଛି ପତଞ୍ଜଳୀ
ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। କେବଳ ସେତିକି ନୁହେଁ, କରୋନିଲ ଲଞ୍ଚ ସମୟରେ...
ସିବିଏସ୍ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା
ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିର୍ଣ୍ଣୟ ନିଆଯାଇଥିଲା। ତେବେ କେନ୍ଦ୍ରର ଏହି ନିଷ୍ପତ୍ତି ପରେ ମଧ୍ୟପ୍ରଦେଶରେ ପରୀକ୍ଷାକୁ...
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ
ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ ଗୁଜବ ରହିଛି। ଏଥିଯୋଗୁ ଗାଁରେ ଟିକାକରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।...