ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…
ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ...
କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି...
ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ...
ଭାକ୍ସିନ୍ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍ ଦାମ୍ ୯୦୦ରୁ ୧୪୦୦ ଟଙ୍କା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍ ବେପାରରେ...
ନୂଆ ଭାରିଆଣ୍ଟ୍ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେବ ତାହାଦ୍ୱାରା ଦେଶର...
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ...
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ...
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର...
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଏଲ୍. ନାଗେଶ୍ୱର...