ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮...
ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଉପରେ ରୋକ ଲଗାଇବାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସ୍ବୁକ୍ ଏବଂ ହ୍ବାଟ୍ସଆପ୍ ସୋମବାର ଦିଲ୍ଲୀ...
କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର
ନୂଆଦିଲ୍ଲୀ, ୨୨।୬: କୋଭିଡ୍-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା...
ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା...
ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ
କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍...
ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ
ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ...
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା...
ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ,...