୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ ପ୍ରଚାର ସଭାରେ ଲକ୍ଷାଧିକ ଲୋକଙ୍କ ସମାବେଶ ହେବାରୁ ସଂକ୍ରମଣ ବଢ଼ିଥିଲା। ନେତାମାନଙ୍କ ନିର୍ବାଚନୀ...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୩୮ ଜଣ...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ ବିଜୟଙ୍କ ପରିବାରର ୪ ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ୍...
କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ...
ସୋମବାରଠାରୁ ବାର୍-ପାର୍କ ଖୋଲା…
ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ ପାର୍କ ଖୋଲା ଯିବ। ବାର୍ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୯୦କୁ...
କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…
ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍...