E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ଢେଙ୍କାନାଳ

ଶ୍ରଦ୍ଧାଳୁ ବିନା ସ୍ନାନଯାତ୍ରା

ଢେଙ୍କାନାଳ ଅଫିସ, ୨୪।୬: ସ୍ନାନବେଦିକୁ ଆସିବେ ମହାବାହୁ। ସାଥୀରେ ଥିବା ବଡ଼ଭାଇ ବଳରାମ ଏବଂ ଭଉଣୀ ସୁଭଦ୍ରା। ଏଥିଲାଗି ସଜେଇ ହୋଇଛି ସ୍ନାନବେଦି। ନୂଆ ରଙ୍ଗରେ ଝଲସୁଛି ପିଣ୍ଡି। ହେଲେ ଏହି ଦୁର୍ଲଭ ଦୃଶ୍ୟ ଦେଖିବାରୁ ବଞ୍ଚତ୍ତ ହେବେ ଶ୍ରଦ୍ଧାଳୁ।...

ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି ମୁଣ୍ଡ। ହେଲେ ଏତେ ପରିମାଣର ଚୋରା ବନ୍ଧୁକ, ବୋମା କେଉଁଠୁ ଆସୁଛି ଏବଂ...

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା...

ହୀନସ୍ତା କରୁଛନ୍ତି ହାତୀପଲ

ରାସୋଳ: ଜଙ୍ଗଲରେ ଖାଦ୍ୟ ଅଭାବ। ହାତୀ ଭଳି ବିଶାଳକାୟ ପ୍ରାଣୀଙ୍କ ଅପୂରା ରହୁଛି ପେଟ। ଖାଦ୍ୟ ଆଶାରେ ସେମାନେ ଏବେ ଜନବସତି ମୁହଁା ହେଉଛନ୍ତି। ଅଧରାତିରେ ଗଁାରେ ପଶୁଛନ୍ତି। ଝାଟିମାଟି ଘର ଭାଙ୍ଗି ଆତଙ୍କ ସୃଷ୍ଟି କରୁଛନ୍ତି। ଗରିବ ଲୋକେ...

ଗଛ ବିନା ଶ୍ରୀହୀନ ରାଜପଥ

ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍‌ଏଚ୍‌) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା, ବାଣିଜ୍ୟ ବ୍ୟବସାୟ ଲାଗି ମାର୍ଗ ପ୍ରଶସ୍ତ କରିବାକୁ ସରକାର ଏନ୍‌ଏଚ୍‌ ନିର୍ମାଣ ତଥା...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ ପାଳନ କରିବା ସମ୍ଭବପର ହେଉନାହିଁ। ଗଣପର୍ବ ହୋଲି ପରେ ଏବେ କୃଷିଭିତ୍ତିକ ପର୍ବ...

ବିନା ମଉଜରେ ରଜ

ସାତମାଇଲ, ୧୪।୬:  ସ୍ଥିତି ଠିକ୍‌ ଥିଲେ ଏତେବେଳକୁ କମ୍ପୁଥାଆନ୍ତା ମହୋତ୍ସବ ପଡ଼ିଆ। ବନ୍ଧା ସରନ୍ତାଣି ଦୋଳି। ପସରା ମେଲାଇ ସାରନ୍ତେଣି ବ୍ୟବସାୟୀ। ଖୋଲି ସାରିଥାଆନ୍ତା ମିନାବଜାର। ବନ୍ଧୁବାନ୍ଧବଙ୍କ ଗହଳିଚହଳିରେ ଫାଟି ପଡୁଥାଆନ୍ତା ଘରଦ୍ୱାରା। ହେଲେ ଭୂତାଣୁ ପାଇଁ ଗତବର୍ଷ ଭଳି...

ରାଜସ୍ବ ଆଦାୟରେ ରେକର୍ଡ

କାମାକ୍ଷାନଗର, ୧୪।୬(ଡି.ଏନ.ଏ.) ଲଘୁ ଖଣିଜର ଯଥେଷ୍ଟ ଉତ୍ସ ଥିଲା। ହେଲେ ଠିକ୍‌ ସମୟରେ ସେସବୁ ନିଲାମ ହୋଇ ପାରୁ ନ ଥିଲା। ବାଲି ସଇରାତ, ପଥର ଖାଦାନରୁ ବ୍ୟାପକ ଖଣିଜ ଚୋରା ଚାଲାଣ ହେଉଥିବା ବେଳେ ଅସମ୍ପୂର୍ଣ୍ଣ ରହିଯାଉଥିଲା ରାଜସ୍ବ ଆଦାୟ...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ ଗର୍ଭପାତ ହୋଇଛି। ଗତ ୩ତାରିଖରେ ଏଭଳି ଅମାନବୀୟ ଘଟଣା ଘଟିଛି। ତେବେ...

ବଢୁଛି ବଜ୍ରପାତ ବିପତ୍ତ

ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ ନେଲାଣି। କାଳବୈଶାଖୀ, ଝଡ଼ବର୍ଷା ସମୟରେ ଆବଶ୍ୟକ ସଚେତନ ଅଭାବ ଯୋଗୁ ଏଭଳି ମୃତ୍ୟୁସଂଖ୍ୟା...

Posts navigation

1 2 Older posts
Page 1 of 212»

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts