ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ...
ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର...
ଶୀତଳଭଣ୍ଡାରରେ କୋଟପା ଆଇନ
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ ଏନ୍ଫୋର୍ସମେଣ୍ଟ ଟିମ୍ର ଚଢ଼ାଉ ହେଉ ନ ଥିବାରୁ ସେବନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ...
ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ...
ସୁସ୍ଥ ହୋଇ କାମ କଲେଣି ଡେଲ୍ଟା ପ୍ଲସ୍ ସଂକ୍ରମିତ
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର...
ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର...
ଅନ୍ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍ଲାଇନରେ ଭିଡିଓ କନ୍ଫରେନ୍ସିଂ...
କରୋନାକୁ ହରାଇଲେ ମାସକର ଶିଶୁ
ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି।...
ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ
ବିଷମକଟକ,୨୭ା୬(ଡି.ଏନ୍.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ ଜଙ୍ଗଲଜାତ ଦ୍ରବ୍ୟ ବିକ୍ରିକରି ଏମାନେ ପରିବାର ଚଳାନ୍ତି। ହେଲେ ଲକ୍ଡାଉନ ଯୋଗୁ ଏସବୁ...