ଆମ ଜିଲା ଖବର

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା…

5 years ago

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ…

5 years ago

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ…

5 years ago

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ…

5 years ago

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର…

5 years ago

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି…

5 years ago

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା…

5 years ago

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ…

5 years ago

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ…

5 years ago

ବାଲି ଲୁଟ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ…

5 years ago

This website uses cookies.