ବାଲେଶ୍ୱର ଅଫିସ,୨।୬: ବାଲେଶ୍ୱର ଜିଲାର ରାଇବଣିଆ ଥାନା ଅନ୍ତର୍ଗତ ଗୋପାଳପୁର ଗାଁରୁ ଏକ ନାଗ ସାପ ଉଦ୍ଧାର ହୋଇଛି। ଉକ୍ତ ଗାଁର ଜୟଦେବ ବେହେରାଙ୍କ ବାଡିରୁ ଏହି…
ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍ଡାଉନ ଓ ଶଟ୍ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ଦୈନନ୍ଦିନ…
ପରଜଙ୍ଗ, ୨।୬(ଡି.ଏନ.ଏ.) - କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି। ଆଦିବାସୀ…
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ ପଶି…
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ…
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା…
ଅନୁଗୋଳ ଅଫିସ, ୨ା୬ - କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ ଲୋକ…
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା…
ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରା ତାରିଣୀ ଛକଠାରେ ମଙ୍ଗଳବାର ଅପରାହ୍ନରେ ଦ୍ରୁତ ଗତିରେ ଆସୁଥିବା ଏକ ବାଲିବୋଝେଇ ଟ୍ରକ୍(ଓଆର୍ ୦୯ଏଫ୍ ୯୩୯୫) ଭାରସାମ୍ୟ…
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା କୁହାଯାଉଛି।…
This website uses cookies.