ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର…
ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା ଆବଶ୍ୟକ…
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା ନିଳାଞ୍ଚଳ…
ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଟେଣ୍ଡରଧାରୀଙ୍କ…
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ…
ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା (୧୪୯/୨୦୧୭/ଇଜେଡ୍)…
ବରଗଡ଼ ଅଫିସ୍,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ ପ୍ରକାଶ…
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା…
ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦…
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ…
This website uses cookies.