E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ଆମ ଜିଲା ଖବର

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି।...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ...

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା...

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା...

ରାତିରେ ଶୋଇଥିଲେ, ଦଂଶିଲା ସାପ

ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା। ମିଳିଥିବା ସୂଚନା ଅନୁଯାୟୀ,...

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ...

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର...

କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ...

ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର

ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି। କୌଳିକ ବୃତ୍ତି ସଙ୍କଟରେ ଥିବାରୁ ସେମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ପରିବାର ପୋଷିବାକୁ...

Posts navigation

Newer posts 1 … 8 9 10 11 12 … 40 Older posts
Page 10 of 40« First«...89101112...203040...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts