ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା...
ରଜରେ ନାବାଳିକାଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି...
ଗେମ୍ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର
ବାହାନଗା,୧୯ା୬: ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍ ଖେଳୁଥିଲେ।...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି...
ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି
କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି। ବାହାର ବେପାରୀମାନେ ଜିଲାରୁ କୋଳି କିଣି ନେଇ ବିକି ଲାଭବାନ ହେଉଥିବାବେଳେ ଏହି...
ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ
ଦିଗପହଣ୍ଡି,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ ଘୋଷାରି ନିସ୍ତୁକ ମାଡ଼ ମାରିବା ସହ ଅସଦାଚରଣ କରିଥିବା ଥାନାରେ ଅଭିଯୋଗ ହୋଇଛି।...
ଦୁଇ କାର୍ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର
ଦିଗପହଣ୍ଡି,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍ ମଧ୍ୟରେ...
ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା
କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ...
ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ
ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍ଡାଉନ ସମୟରେ ବଢ଼ୁଛି କ୍ରାଇମ୍। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ...
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...