ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ
ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼...
ପଦୋନ୍ନତିକୁ ହଁ, ବଦଳିକୁ ନା
କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ। ଇତିମଧ୍ୟରେ କେତେଜଣ ଥାନା ଅଧିକାରୀଙ୍କ ଅଦଳବଦଳ ପ୍ରକ୍ରିୟା ସରିଥିବାବେଳେ ଆଉ କେତେଜଣ ପଦୋନ୍ନତି...
ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ
ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ ୨୦୧୬ର ଧାରା-୨ର ଉପଧାରା(୨) ଅନୁଯାୟୀ ଅଧିସୂଚନା ଜାରି ହୋଇଥିଲା। ଓଡ଼ିଶା ସରକାରଙ୍କ...
ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ
ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ ଦନାମାରା ଗ୍ରାମ ରତିକାନ୍ତ ବେହେରାଙ୍କ ପୋଖରୀ ବାଡ଼ିରେ ଲାଗିଥିବା ଜାଲରେ ହରିଣଟି ଲାଗିରହିଥିଲା।...
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ)...
ଯୁବକଙ୍କୁ ହତ୍ୟା ପରେ ଇବ୍ନଦୀରେ ଭସାଇ ଦେଲେ
ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ...
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ...
ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ...
ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର
ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତକଙ୍କ ଶାଶୁ, ଶ୍ୱଶୁର...