ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ
ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା ଗାଁର ଡା. ବାଦଲ ବିଟ୍ କଏନ ନାମକ ଏକ ଠକ ସଂସ୍ଥାର ମେସେଜ୍ରେ...
ନଦୀଭିତ୍ତିକ ବନ୍ଦର ସ୍ବପ୍ନ
କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍-ପ୍ରାଇଭେଟ୍-ପାର୍ଟନରଶିପ୍ (ପିପିପି) ମୋଡ୍ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ୫-ଟି...
ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ...
ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ
ଏମ୍ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ...
ପଦ୍ମଫୁଲ ତୋଳିବା ହେଲା କାଳ
ଝାରସୁଗୁଡ଼ା ଅଫିସ୍,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ...
କଟକରୁ ଲମ୍ବିଛି ନକଲି ଔଷଧର ଚେର
ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ...
ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଚାଲିଛି ଶିଶୁଙ୍କ କୋଭିଡ୍ ଲକ୍ଷଣ ଯାଞ୍ଚ
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଆଗାମୀ ଦିନରେ କରୋନାର ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ...
ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍ ଟିକା
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ...