ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ।...
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ...
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ
ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର...
ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ
ଖଇରା,୧୦।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା...
ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ
ଝାରସୁଗଡ଼ା ଅଫିସ୍,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍ ହସ୍ପିଟାଲ୍ରେ କନକତୋରା ଗ୍ରାମର ନନ୍ଦଲାଲ୍ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍ଙ୍କ ନିକଟରୁ ସୁନାଚେନ୍ ଓ ୧୦ ହଜାର...
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ...
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର...
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର...
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍ କଲା ପ୍ରଶାସନ
ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି। ଏଭଳି ପରିସ୍ଥିତିରେ କୋଭିଡ୍ ନିୟମ...