୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା...
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ...
ଖୁବ୍ଶୀଘ୍ର ଏସ୍ସିବିରେ ଏକ୍ମୋ ଚିକିତ୍ସା
ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍ସିବି ମେଡିକାଲରେ ଏକ୍ମୋ ଚିକିତ୍ସା ସେବା ଖୁବ୍ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ...
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ ବିବାହ ନ କଲେ ଏସିଡ଼ ମାଡ଼ କରିବା ସହ ହତ୍ୟା ଧମକ ଦେଉଥିବା...
ମାଲବାହୀ ଟ୍ରେନ୍ର ୩ ବଗି ଲାଇନ୍ଚ୍ୟୁତ
କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ ହେବା ଫଳରେ ଟ୍ରେନ୍ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା...
ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ
ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ ନାବାଳିକାଙ୍କୁ ଅସଦାଚରଣ କରିଥିବା ଜଳେଶ୍ୱର ଥାନାରେ ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ଉତ୍ତେଜନା...
ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ
ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି ଦେଇଥିବା ଅଭଯୋଗ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଛି। ଏହାକୁ...
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି ବେଆଇନ୍ ଚିଙ୍ଗୁଡ଼ି ଘେରିକୁ ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲାପାଳ ଅଶୋକ...