ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା...
ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା
ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍ଡାଉନ ଓ ଶଟ୍ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ,...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି...
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ...
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ...
ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ
କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା...
କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ବିଜେଡି ଏମ୍ପି-ବିଧାୟକ ମୁହାଁମୁହିଁ
ପାଲଲହଡ଼ା,୫ା୬(ଡି.ଏନ୍.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ଢେଙ୍କାନାଳ ଏମ୍ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶନିବାର ଅନୁଗୋଳ...