ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ...
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା।...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼ ମାରିଛନ୍ତି। ମଳିଥିବା ସୂଚନା ମୁତାବକ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଦିଲୀପ...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ...
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ
ଦିଗପହଣ୍ଡି,୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଆଇଆଇସି ବସନ୍ତ କୁମାର ସେଠୀଙ୍କ...
ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ
ନିରାକାରପୁର,୨ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ ତାଡ଼ (୧୫)। ସେ ବାଡ଼ିପଟକୁ ଯାଇଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା। ଫଳରେ...
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ରୋଡରେ। ଯାଜପୁର ରୋଡ...
ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍ ପିନ୍ଧି କୋଭିଡ୍...
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍ ଗଲେ ଦେଢ଼ଶୁର
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍ ନଂ.୧୩୫/୨୧ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ୱୟଙ୍କୁ ଦିଗପହଣ୍ଡି ସବ୍ଜେଲ...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ...