ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ...
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ...
ସାଧାରଣ ବଚ୍ସାରୁ ହତ୍ୟା
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଜଣେ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର ରକେଟ୍ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ)...
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର...
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ...
ଗ୍ରାହକ ସାଜି ନେଇଗଲେ ସୁନା ହାର
ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି...
ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ
ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ୨ଟି ବାଇକୁ ଦୁର୍ବୃତ୍ତମାନେ ନେଇ ଯାଇଥିଲେ। ଏଥିସହ ସିସିଟିଭି...
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ
ଛତ୍ରପୁର,୨୫।୬(ଡି.ଏନ୍.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ କରିଛି। ସାରା ରାଜ୍ୟରେ ଏ ନେଇ ପ୍ରତିବାଦ ଚାଲୁଥିଲା ବେଳେ ଭାଜପା ରାଜ୍ୟ...