ଗଞ୍ଜାମରେ ଟିକାକରଣ ସ୍ବଭାବିକ
ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ ଶୁକ୍ରବାର ଜିଲାର ସମସ୍ତ ୧୮ ସହର ଏବଂ ୨୨ ବ୍ଲକ ଅଧୀନ ଗ୍ରାମାଞ୍ଚଳ...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ ଚାଷୀଙ୍କ ଆଖୁ ଫସଲ ନଷ୍ଟ କରିବା ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍ପିସିିବି ପକ୍ଷରୁ ପରିବେଶବିତ୍ ହିରଣ୍ୟ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍ କ୍ରୋମାଇଟ ବିକ୍ରୀ ହୋଇ...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ...
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍ରେ କେତେଜଣଙ୍କ ମୃତ୍ୟୁ...
ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ
ବ୍ରହ୍ମଗିରି,୨୫।୬(ଡି.ଏନ୍.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ।...
ଆଜି ମାଟ୍ରିକ ପରୀକ୍ଷାଫଳ
କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି। ଅପରାହ୍ନ ୪ଟା ବେଳେ କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ...
ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ...