ସମ୍ପାଦକୀୟ

ବାବୁଙ୍କ ଭୟ

କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ରାଜନୈତିକ ଲଢ଼େଇ ଘଟଣା ଏବେ ବଢୁଛି ଓ ଅମଲାତନ୍ତ୍ରୀମାନେ ଏହା ମଧ୍ୟରେ ଫସୁଛନ୍ତି। ଏ ସମ୍ପର୍କରେ ଯେଉଁମାନେ ଅବଗତ ସେମାନେ କହନ୍ତି,…

5 years ago

ଏଇ ଭାରତରେ

ଚା ଗଛର ପତ୍ରରୁ ସ୍ବାଦିଷ୍ଟ ଚା ପିଇବାରେ ଆମେ ଅଭ୍ୟସ୍ତ। କିନ୍ତୁ ବାମ୍ବୋ ଲିଫ୍‌ ଟି ବା ବାଉଁଶ ପତ୍ର ଚା କେବେ ପିଇଛନ୍ତି କି? ଏମିତି…

5 years ago

କରୋନାର ବୈଜ୍ଞାନିକ ବିଶ୍ଳେଷଣ

ସଂଜୟ କୁମାର ସାମନ୍ତରାୟ ସେଦିନ ଥିଲା ୨୦୧୯ ଡିସେମ୍ବର ୩୧ ତାରିଖ। ଚାଇନାର ଉହାନ୍‌ ସହରରୁ ଆରମ୍ଭ ହୋଇଥିବା କୋଭିଡ୍‌-୧୯ ପ୍ରଥମ ଅବସ୍ଥାରେ ଭୂତାଣୁଜନିତ ନିମୋନିଆରୁ ଆରମ୍ଭ…

5 years ago

ଜି-୭ ଓ ସର୍ବନିମ୍ନ ଟିକସ ହାର

ଡାନି ରୋଡ୍ରିକ ବିଶ୍ୱ ଅର୍ଥବ୍ୟବସ୍ଥାରେ ବେଶ୍‌ ଆଗୁଆ ଦେଶଗୁଡ଼ିକ ୫ ଜୁନ୍‌ରେ ଏକ ଚୁକ୍ତି ଘୋଷଣା କରିଛନ୍ତି। ଏହା ବିଶ୍ୱର କର୍ପୋରେଟ୍‌ଗୁଡ଼ିକ ଉପରେ ଟ୍ୟାକ୍ସ ବା ଟିକସ…

5 years ago

ବାପା ହେବା ପରେ, ବାପା ଯିବା ପରେ

ବିପିନ୍‌ ବିହାରୀ ମହାନ୍ତି ପୁଅର ସବୁବେଳେ ଗୋଟିଏ ଅଭିଯୋଗ, ବାପା ଆଜିକାଲି କାହିଁକି ବିଳମ୍ବରେ ଅଫିସରୁ ଫେରୁଛନ୍ତି। ଆଉ ଏହି ଅଭିଯୋଗ ସହିତ ବୋଉ ମଧ୍ୟ ସ୍ବର…

5 years ago

ଶାକାହାର ବନାମ ମାଂସାହାର

ମାନେକା ଗାନ୍ଧୀ ବ୍ରିଟେନ୍‌ର ବୃହତ୍ତମ ବେକରି ଗ୍ରେଗ୍‌ସ ବଜାରକୁ ଏକ ଭିଗନ୍‌(ଶୁଦ୍ଧ ଶାକାହାର) ସସେଜ୍‌ ରୋଲ୍‌ ଆଣିବାବେଳେ ତାହାକୁ ଜଣେ ବରିଷ୍ଠ ରିପୋର୍ଟର ତୀବ୍ର ବିରୋଧ କରିଥିଲେ।…

5 years ago

ଶୁଦ୍ଧତାର ସାମର୍ଥ୍ୟ

ଉପେନ୍ଦ୍ର ବିଶ୍ୱାଳ ମାତୃଜାତିର ଶୁଦ୍ଧତା, ପଣତର ପବିତ୍ରତା ପାଖରେ ସ୍ବୟଂ ସ୍ରଷ୍ଟା ମଧ୍ୟ ହାର ମାନିଥାନ୍ତି। କାରଣ ଜଣେ ସଦାଚାରୀ ନାରୀର ପ୍ରାର୍ଥନା ପରାର୍ଦ୍ଧେ ପୁରୁଷଙ୍କ ପ୍ରାର୍ଥନାଠାରୁ…

5 years ago

ସୁଧାର ଆଧାର ସଙ୍ଗୀତ ସୁଧାକର

ପ୍ରଫୁଲ୍ଲ କର ପ୍ରାଣହୀନ ସଙ୍ଗୀତ ବୃକ୍ଷହୀନ ଟାଙ୍ଗରା ଭୂଇଁ ପରି। ପ୍ରାଣ ନ ଥିବା ସଙ୍ଗୀତ ପାଗଳର ପ୍ରଳାପ ପରି ବୋଧହୁଏ। ତେବେ ସଙ୍ଗୀତ ସୁଧାକର ବାଳକୃଷ୍ଣ…

5 years ago

ଏଇ ଭାରତରେ

ବର୍ଜ୍ୟ ଉପଯୋଗ କରି ପରିବେଶ ଉପଯୋଗୀ ସିମେଣ୍ଟ ପ୍ରସ୍ତୁତ କରିଛନ୍ତି ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ଏବଂ ଆଲିଗଡ଼ ମୁସଲିମ ୟୁନିଭର୍ସିଟି (ଉତ୍ତରପ୍ରଦେଶ)ର ପ୍ରାଧ୍ୟାପକମାନେ। ସେମାନଙ୍କ ଦ୍ୱାରା…

5 years ago

ଏଇ ଭାରତରେ

କୃଷକମାନଙ୍କ ପାଇଁ ସବୁ ଋତୁ ଉପଯୋଗୀ ଜୋତା ତିଆରି କରିଛନ୍ତି ଅହମଦାବାଦର ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍‌ ଡିଜାଇନର ୩ ଡିଗ୍ରୀଧାରୀ। ନକୁଳ ଲଥକର, ବିଦ୍ୟାଧର ଭଣ୍ଡାରେ, ସନ୍ତୋଷ…

5 years ago

This website uses cookies.