ମହାମାରୀରେ ସକାରାତ୍ମକ ମନୋଭାବ
ବାଦଲ ଭୂୟଁା କରୋନା କାଳରେ ଅନେକ ପ୍ରକାର ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରୁଛି। କି ଯୁବକ, କି ବୟସ୍କ ଅନେକେ ଏକ ଅଜଣା ଭୟରେ ଆତଙ୍କିତ ଅଛନ୍ତି। ଅନେକ ସମୟରେ ଏହି ଭୟ, ଦୁଶ୍ଚିନ୍ତା ଓ ନକାରାତ୍ମକ ଚିନ୍ତା ହିଁ...
ଏଇ ଭାରତରେ
ବିନା ମାଟିରେ ସେଓ ଘରେ ଫଳିବ। ଏହା ଶୁଣି ଆଶ୍ଚର୍ଯ୍ୟ ଲାଗୁଥିବ, କିନ୍ତୁ ଏମିତି ସେଓ ପଳାଉଛନ୍ତି ବେଙ୍ଗାଲୁରୁର ବିବେକ ବିଳାସିନୀ। କମ୍ ଥଣ୍ଡାରେ ଫଳୁଥିବା ଏକପ୍ରକାର କିସମ ଆନ୍ନା ଆପଲ୍ ତାଙ୍କ ଘର ବାଲ୍କୋନିରେ ଫଳାଉଛନ୍ତି। ବିବେକଙ୍କ ବୟସ...
ଏଇ ଭାରତରେ
ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କେତେକ ଦୁଃଖ ସମୟରୁ ନିଜକୁ ବାହାରକୁ ଆଣି କିଛି ଭିନ୍ନ କାର୍ଯ୍ୟ କରି ଉଦାହରଣ ପାଲଟିଛନ୍ତି। ସେଭଳି ଜଣେ ହେଲେ ଚେନ୍ନାଇର ଆର୍ ସିଥା ଦେବୀ। ଡାଏଲିସିସ୍...
କରୋନା ମୃତ୍ୟୁ
ଗୌରାଙ୍ଗ ଚରଣ ପରିଡ଼ା କରୋନା ମହାମାରୀରେ ମୃତ୍ୟୁସଂଖ୍ୟାକୁ ନେଇ ଏବେ ସବୁଠି ବେଶ ଚର୍ଚ୍ଚା। ଏ ସଂଖ୍ୟା ନେଇ ସରକାରୀ ହିସାବ ଠିକ୍ ନୁହେଁ ବୋଲି ଅନେକେ ଅଭିଯୋଗ ଆଣନ୍ତି। ଶ୍ମଶାନରେ ଶବ ସତ୍କାର ଏବଂ ନଦୀରେ ଭାସି...
ଅସଲ ଖୁସିର ମୁହୂର୍ତ୍ତ
ପ୍ରକାଶ ତ୍ରିପାଠୀ ଚିତ୍ତେ ପ୍ରସନ୍ନେ ଭୁବନମ୍ ପ୍ରସନ୍ନମ୍,ଚିତ୍ତେ ବିଷଣ୍ଣେ ଭୁବନମ୍ ବିଷଣ୍ଣମ୍। ଅର୍ଥାତ୍ ଯଦି ଆମ ହୃଦୟ ପ୍ରସନ୍ନ ବା ଖୁସି ଅଛି, ତେବେ ସାରାଦୁନିଆ ଆମକୁ ଖୁସି ଲାଗିବ। ମାତ୍ର ଯଦି ଆମ ହୃଦୟ ବିଷଣ୍ଣ ବା...
ଇମ୍ରାନ୍ଙ୍କ ମନ୍ତବ୍ୟ
ସ୍ୱଳ୍ପ କପଡ଼ା ପିନ୍ଧୁଥିବା ଯୁବତୀ ଓ ମହିଳାଙ୍କ ଯୋଗୁ ଦେଶରେ ବଳାତ୍କାର ମାମଲା ବୃଦ୍ଧି ପାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ କହିଛନ୍ତି। ନିକଟରେ ଏକ ଅନ୍ତର୍ଜାତୀୟ ଇଂଲିଶ ଚ୍ୟାନେଲକୁ ସାକ୍ଷାତ୍କାର ଦେବା ଅବସରରେ ସେ କହିଛନ୍ତି ଯେ,...
ଏଇ ଭାରତରେ
ପଞ୍ଜାବର ଦୁଇ ମହିଳା ବନ ଅଧିକାରୀ କଳ୍ପନା କେ ଏବଂ ଏମ୍ ଗୀତାଞ୍ଜଳିଙ୍କର ପରିବେଶ ତଥା ଜୀବ ସୁରକ୍ଷା ପ୍ରତି ଶତ ପ୍ରତିଶତ ସମର୍ପିତ ଭାବ ଅନ୍ୟମାନଙ୍କ ପାଇଁ ପ୍ରେରଣା ନିଶ୍ଚୟ। କଳ୍ପନା ଡିଏଫ୍ଓ ଥିବାବେଳେ ଗୀତାଞ୍ଜଳି ବନ ସଂରକ୍ଷକ...
ସବୁ କ୍ଷେତ୍ର ରଣକ୍ଷେତ୍ର ନୁହେଁ
ଡ.ମୌସୁମୀ ପରିଡ଼ା ସବୁ କ୍ଷେତ୍ର ରଣକ୍ଷେତ୍ର ନୁହେଁ ବା ହେବା ଉଚିତ ନୁହେଁ। କାରଣ ଆମେ ଜୀବନର ପ୍ରତିଟି କ୍ଷେତ୍ରରେ ମାନସିକ ଓ ଶାରୀରିକ ଭାବେ ଲଢୁଛେ ପ୍ରତିଦିନ। ଫଳରେ ଶାରୀରିକ ଓ ମାନସିକ ରୋଗରୁ ସୁସ୍ଥ ହେବା ଲାଗି...
ଜି-୭ରେ ଜଳବାୟୁ ପ୍ରସଙ୍ଗ
ଡ. ଜୟକୃଷ୍ଣ ପାଣିଗ୍ରାହୀ ବ୍ରିଟେନ୍ କର୍ନଓ୍ବାଲ ପ୍ରଦେଶର କାର୍ବିସ ଉପକୂଳରେ ଜୁନ ୧୧ରେ ଯେତେବେଳେ ବିଶ୍ୱର ଜି-୭ ବା ସପ୍ତ-ରାଷ୍ଟ୍ର ଗୋଷ୍ଠୀର ରାଷ୍ଟ୍ରମୁଖ୍ୟମାନେ ୪୭ତମ ଶିଖର ସମ୍ମିଳନୀ ନିମନ୍ତେ ପଦାର୍ପଣ କଲେ, ସେତେବେଳେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ବେସରକାରୀ ସଂସ୍ଥା ଗ୍ରୀନପିସ୍...
ଆଲୋଚନାରେ କଶ୍ମୀର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଜମ୍ମୁ ଓ କଶ୍ମୀରର ୧୪ ରାଜନୈତିକ ଦଳର ପ୍ରମୁଖ ନେତାମାନେ ଜୁନ୍ ୨୪ରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। କିନ୍ତୁ କେଉଁ ପ୍ରସଙ୍ଗ ନେଇ କଥାବାର୍ତ୍ତା କରାଯିବ ସେନେଇ...