ବିବାହ ପୂର୍ବରୁ ଏହି ଅଭିନେତାଙ୍କ ସହ ଥିଲା ନୁସରତଙ୍କ ସମ୍ପର୍କ
କୋଲକାତା: ବେଙ୍ଗଲି ଅଭିନେତ୍ରୀ ତଥା ଏମ୍ପି ନୁସରତ ଜାହାଁ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନୁସରତ ନିଖିଲ ଜୈନଙ୍କୁ ବିବାହ କରିଥିବା ବେଳେ ବର୍ତ୍ତମାନ ୟଶଦାସ ଗୁପ୍ତାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା...
ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍’; ‘ଫ୍ୟାମିଲି ମ୍ୟାନ୍-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…
ବମ୍ବେ: ରିଲିଜ୍ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ ମଧ୍ୟରୁ ଗୋଟିଏ ହେଲା ଚେଲ୍ଲମ ସାର୍ଙ୍କ ଚରିତ୍ର। ସେ ପରଦାରେ ଜଣେ ସିକ୍ରେଟ୍...
‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍କା: ପ୍ରଥମେ ଟିଆର୍ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର
ବମ୍ବେ: ଲଗାତାର ଭାବେ ଟିଆର୍ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍ପି ତାଲିକାରେ ପଛରେ ପଡ଼ିଥିଲା। ଏବେ ଧାରାବାହିକ ସହ ଜଡ଼ିତ ଜଣେ କଳାକାର ଅନୁପମା...
ପ୍ରିତି ଜିଣ୍ଟାଙ୍କ ପୂର୍ବ ପ୍ରେମିକଙ୍କଠାରୁ ଆରମ୍ଭ କରି ବିକ୍ରମ ଭଟ୍ଟଙ୍କୁ ଡେଟ୍ କରିଛନ୍ତି ଏହି ଅଭିନେତ୍ରୀ; ହେଲେ ଆଜି ବି ଅବିବାହିତା…
ବମ୍ବେ: ୨୦୦୦ରେ ରିଲିଜ ହୋଇଥିବା ବ୍ଲକବଷ୍ଟର ଫିଲ୍ମ ‘କହୋ ନା ପ୍ୟାର ହୈ’ ଜରିଆରେ ବଲିଉଡ୍ରେ ପାଦ ରଖିଥିବା ଅଭିନେତ୍ରୀ ଅମିଶା ପଟେଲଙ୍କ ଆଜି ହେଉଛି ହାପି ବର୍ଥ ଡେ। ନିଜର ୪୫ତମ ଜନ୍ମଦିନ ପାଳନ କରୁଛନ୍ତି ସେ। ଏହି...
ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ କପୁରଙ୍କୁ ନିଜ କ୍ୟାରିୟର୍ ଗଢିବାକୁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ସେ ପକେଟ...
ଅଭିନୟ ପାଇଁ କମାଇଥିଲେ ଓଜନ…
ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ବ୍ଲାକ୍ରେ ୨୦୦୫ରେ ସହଯୋଗୀ ନିର୍ଦ୍ଦେଶକ ଭାବେ କାମ ଆରମ୍ଭ କରିଥିଲେ। ୨୦୦୭ରେ...
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି ରହିଛି। ଆମେ କଥା ହେଉଛୁ ଟେଲିଭିଜନଜଗତର ଦୁଇ ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଯ୍ୟ ଏବଂ...
ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
ବମ୍ବେ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ ବଲିଉଡ୍ରେ ଡେବ୍ୟୁ କରିଥିବା ଶିଳ୍ପା ୧୯୯୪ରେ ‘ମେ ଖିଲାଡି ତୁ ଅନାଡ଼ି’ରେ ଅକ୍ଷୟଙ୍କ...
୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ
ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଚୁନିଭାଇ କାପାଡିଆଙ୍କୁ ଫିଲ୍ମ ଷ୍ଟାରମାନଙ୍କ ମଧ୍ୟରେ ସମୟ ବିତାଉଥିଲେ। ସେ...
ଶୁଟିଂ ସେଟ୍ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ
୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା ହୋଇଥିଲା। ଆଜି ବି ଏହି ଫିଲ୍ମ ଏବଂ ଏହାର ଗୀତକୁ ଦର୍ଶକ ମନେ...