ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା
ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ ଏବଂ ନାଗା ଚୈତନ୍ୟଙ୍କ ଲଭ୍ଷ୍ଟୋରୀ ଠିକ୍ ସେଭଳି। ନାଗା ଚୈତନ୍ୟ ସାଉଥ୍ ସୁପରଷ୍ଟାର...
ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା
ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ ଦେଇଛନ୍ତି । ସେମାନଙ୍କୁ ନିଜର ପରିଚୟ ଦେଇଛନ୍ତି। ନିଷ୍ପାପ ଶିଶୁ ମୁହଁରେ ହସ...
ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…
ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ ପ୍ରେମରେ ପଡ଼ିଥିଲେ ଉଭୟ। ପରେ କରିଥିଲେ ବିବାହ। ହେଲେ ଏହା ସେତେଟା ସହଜ...
ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…
ମୁମ୍ବାଇ: ଜୁନ୍ ୨୦ ଅର୍ଥାତ୍ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ ଢଙ୍ଗରେ ପାଳନ କରନ୍ତି ଏବଂ ମନେ ପକାଇଥାନ୍ତି। ଏଥିରୁ ମଧ୍ୟ ବାଦ୍ ପଡ଼ିନାହାନ୍ତି...
ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ
ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ ହାତ ଧରିଛନ୍ତି ସେ। ଶନିବାର ରାତିରେ ପ୍ରିୟଜନଙ୍କ ଉପସ୍ଥିତିରେ ବିବାହ ସମ୍ପନ୍ନ ହୋଇଛି।...
ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ
ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା। ଏକ ସମୟ ଥିଲା ଯେତେବେଳେ ଉଭୟଙ୍କୁ ପରସ୍ପରର ଭାଇ କୁହାଯାଉଥିଲା।...
ଏହି ହ୍ୟାଣ୍ଡସମ୍ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
ବମ୍ବେ: ବଲିଉଡ୍ର ହ୍ୟାଣ୍ଡସମ୍ ନାୟକଙ୍କ ମଧ୍ୟରୁ ହ୍ରିତିକ୍ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍ର ଟମ୍ କ୍ରୁଜ୍’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ। ୨୦୦୦ରେ ଚଳଚ୍ଚିତ୍ର ‘କହୋ...
ସ୍ବାମୀ ନିକ୍ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ବଲିଉଡ୍ରୁ ଓଲିଉଡ୍ ପର୍ଯ୍ୟନ୍ତ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍ ଜୋନାସ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରିୟଙ୍କା କେବେ ତାଙ୍କ ଫିଲ୍ମ କେବେ ନିଜର ଫଟୋ...
‘ଭାଗ୍ ମିଲ୍ଖା ଭାଗ୍’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍’
ବମ୍ବେ: ଭାରତର ମହାନ ଧାବକ ମିଲ୍ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା ମିଲ୍ଖା ‘ଫ୍ଲାଇଂ ଶିଖ୍’ ନାମରେ ଥିଲେ ଖ୍ୟାତ। ତେବେ ପୂର୍ବରୁ ତାଙ୍କ ଉପରେ...
ଏକଦା ବ୍ୟାକ୍ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…
ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ଚଳିତ ବର୍ଷ ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। କାଜଲ ୧୯ ଜୁନ ୧୯୮୫ ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ ବ୍ୟତୀତ କାଜଲ...