E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ଫୁରସତ

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ...

ଏହି ମୁସ୍‌ଲିମ୍‌ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍‌ଲିମ୍‌...

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ...

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଭିନ୍ନ ଧରଣର...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା...

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ...

ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…

ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍‌ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି। ତେବେ ଯେଉଁ...

Posts navigation

Newer posts 1 … 8 9 10 11 12 … 18 Older posts
Page 10 of 18« First«...89101112...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts