୬୫୦୦ ଫୁଟ ଉଚ୍ଚ ପାହାଡ଼ ଉପରେ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଥିଲେ ପ୍ରେମୀଯୁଗଳ, ଜାଣି ନ ଥିଲେ ଲାଗିଛି ଓ୍ବେବ୍ କ୍ୟାମେରା, ଆଉ ତା’ ପରେ…
ପ୍ରେମୀଯୁଗଳ ଉଚ୍ଚ ପାହାଡ଼ ଉପରେ ରୋମାନ୍ସ କରୁଥିଲେ। ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି। ଏହି ଯୋଡ଼ି ୬୫୦୦ ଫୁଟ ଉଚ୍ଚରେ ଶାରୀରିକ ସମ୍ବନ୍ଧ ରକ୍ଷା କରିଥିଲେ। ଏହି ସମୟରେ ପହାଡ଼ରେ ଥିବା ଏକ ଓ୍ବେବ୍ କ୍ୟାମେରାରେ ଏହି ଦୃଶ୍ୟ କଏଦ...
ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା
ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ ଥର ବିବାହ କରିବାକୁ ନେଇ ବ୍ରିଟେନରେ ଅନେକ ଚର୍ଚ୍ଚା ହୋଇଥିଲା। ଏବେ ସେମାନଙ୍କର...
ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …
ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ ଯୋଗାସନ ସମ୍ପର୍କରେ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟଙ୍କୁ ସନ୍ତୁଷ୍ଟ କରିବା ପାଇଁ...
୧୫ ମିନିଟ୍ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ। ତେଣୁ ଲୋକଙ୍କ ସାହାଯ୍ୟ ପାଇଁ ସୋନୁଙ୍କ ଅନୁପସ୍ଥିତିକୁ ପୂରଣ...
ଆଜି ଓ୍ବାଲର୍ଡ ମ୍ୟୁଜିକ୍ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ
ପ୍ରତି ବର୍ଷ ଜୁନ୍ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍ଡ ମ୍ୟୁଜିକ୍ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ ଏହି ସ୍ବତନ୍ତ୍ର ଦିବସ ପାଳନ ହୋଇଥାଏ। ସଙ୍ଗୀତ ବିହୀନ ସୃଷ୍ଟି ଯେ ଅନେକଙ୍କ...
ଏକପାଖିଆ ବିଚାରବୋଧ ଐତିହ୍ୟକୁ ବିକୃତ କରେ
ପୂର୍ବରୁ ଏହି ସ୍ତମ୍ଭ(୧୫ା୩ା୨୧)ରେ ତୀର୍ଥକ୍ଷେତ୍ର ବିଷୟ ଉପସ୍ଥାପନ ପ୍ରାଥମିକ ଅବବୋଧ ପାଇଁ ଉଦ୍ଦିଷ୍ଟ ଥିଲା। କୋଣାଦିତ୍ୟ କ୍ଷେତ୍ରରେ ଚନ୍ଦ୍ରଭାଗା ତୀର୍ଥର ମାନବିକ ମୂଲ୍ୟବୋଧ ଭିତ୍ତିକ ଗୁରୁତ୍ୱ ନ ଥିଲେ ଗୋଟିଏ ପରେ ଗୋଟିଏ ତିନୋଟି ମନ୍ଦିର ନିର୍ମାଣ ହେବାର ଆବଶ୍ୟକତା...
ଯୋଗାମୁଦ୍ରାରେ ପଶୁପତି…
ଯୋଗର ଆରମ୍ଭ ପ୍ରାକ୍ ବୈଦିକ ଯୁଗରୁ ହୋଇଛି ବୋଲି ଗ୍ରହଣ କରାଯାଇଥାଏ । ସିନ୍ଧୁ ସଭ୍ୟତାରୁ ମିଳିଥିବା ପୋଡ଼ାମାଟି ମୁଦ୍ରାରେ ପଶୁପତି ଯୋଗାସନ ମୁଦ୍ରାରେ ବସିଥିବାର ଖୋଦେଇ ଛବି ଯୋଗ ବିଦ୍ୟାର ପ୍ରାଚୀନତା ସମ୍ପର୍କରେ ସୂଚନା ପ୍ରଦାନ କରିଥାଏ। ଋଗ୍ବେଦରେ...
ଉଚ୍ଚ କୋଠାରୁ ଓହ୍ଲାଇବାକୁ ମାଙ୍କଡ଼ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’
ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ ରହିବାର ଏହା ହେଉଛି ସବୁଠୁ ବଳିଷ୍ଠ ମାଧ୍ୟମ। ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ...
ବାପାଙ୍କ ମୃତ୍ୟୁ ପରେ କାହିଁକି ଖେଳ ଛାଡ଼ି ଦେଇଥିଲେ ନମ୍ବର ଓ୍ବାନ୍ ଫାଇଟର
ମିକ୍ସଡ୍ ମାର୍ସାଲ ଆଟର୍ସ(ଏମ୍ଏମ୍ଏ)ରେ ‘ଦି ଇଗଲ’ ଭାବେ ପରିଚିତ ରୁଷିଆନ ଫାଇଟର ଖବିବ୍ ନୁରମାଗୋମେଡୋଭ। ଏହି ୩୨ ବର୍ଷୀୟ ଫାଇଟର ନିଜ କ୍ୟାରିୟରର ଶୀର୍ଷରେ ଥିବାବେଳେ ଗତବର୍ଷ ହଠାତ୍ ଅବସର ଘୋଷଣା କରିଥିଲେ। ତେବେ ତାଙ୍କ ଅବସର ପଛର କାରଣ...