କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍ଦାର ଯାଞ୍ଚ
ବୁଗୁଡ଼ା,୧୩ା୬(ଡି.ଏନ୍.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର ଘର ବୁଲି ପରିବାରରେ ରହୁଥିବା ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଜୋରଦାର କରୁଛନ୍ତି। ଏ...
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ ୩୧ ବର୍ଷ ବୟସର ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ...
ଅନ୍ଲକ୍ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍
ଛତ୍ରପୁର,୧୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍ ଜୋନ୍ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍ କେସ ରହିଛି। ଫଳରେ ଗଞ୍ଜାମ ଅନ୍ଲକ୍ ହେବାର ସମ୍ଭାବନା ଦେଖାଦେଇଛି।...
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବଡ଼ ଭାଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ପୁଅ ଅରୁଣ ଗୁରୁତର...
ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ
ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ ବାପା ବିପ୍ରଚରଣ ପ୍ରଧାନ ଓ ପୁଅ ଅରୁଣ ପ୍ରଧାନ ଗୁରୁତର ହୋଇଛନ୍ତି। ଏମାନଙ୍କୁ...
ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ
ଛତ୍ରପୁର,୧୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ଆଉ ୨ ଜଣଙ୍କ କରୋନାରେ...
ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ...
କାଳ ହେଲା ମର୍ନିଂ ଓ୍ବାକ୍
ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା...
ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା
ଛତ୍ରପୁର,୧୦ା୬(ଡି.ଏନ୍.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ ଗୁରୁବାର ସାବିତ୍ରୀ ବ୍ରତ ପୂଜା ପାଇଁ ମନ୍ଦିର ଯାଇପାରିନାହାନ୍ତି ମହିଳା। ଫଳରେ ଘରେ...
ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ...