ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଏକ ରାସ୍ତା ଯାଇଛି। ଏହି ରାସ୍ତା ପଟେ ଅପରାଧୀଙ୍କ ସହଯୋଗୀମାନେ...
୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ...
ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍
ଜଗତ୍ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାରଙ୍କୁ...
ଲକ୍ଡାଉନ୍ରେ ବଢ଼ିଛି ମାଦକଦ୍ରବ୍ୟ କାରବାର
ଜଗତ୍ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍ସିଂହପୁର ଜିଲାରେ ଲକ୍ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି।...
ଭୋଟର ତାଲିକାରୁ ୩୪ ବାଦ୍
ଜଗତ୍ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍ ଅଫ୍ ଫଟୋ ଇଲେକ୍ଟୋରାଲ ରୋଲ୍ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା,...